KIIT ଓ KISS ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ, ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଶ୍ରୀଲଙ୍କା ସାଂସଦ…
କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଡ.…