Browsing Tag

rescued from Balasore

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀକୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ବାଲେଶ୍ବରରୁ ମିଳିଲା ଅପହୃତ ଶିଶୁ ପୁତ୍ର । ଭୁବନେଶ୍ବର ରାମମନ୍ଦିର ସାମ୍ନାରୁ ଶିଶୁପୁତ୍ର ଅପହୃତ ହୋଇଥିଲା । ଜଣେ ଦୃଷ୍ଟି ବାଧିତ ମାଆଙ୍କ କୋଳରୁ ଉଠାଇ ନେଇଥିଲା ଅପହର୍ତ୍ତା । ଘଟଣାର ସିସିଟିଭି ଚିତ୍ର ଆଜି ସାମ୍ନାକୁ ଆସିଥିଲା । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଥିଲା…