Browsing Tag

reshuffle at the ias level

ଆଇଏଏସ୍‌ସ୍ତରରେ ଅଦଳବଦଳ : ପରାଗ ଗୁପ୍ତା ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର(କେନ୍ୟୁଜ୍‌) : ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳ ବଦଳ କରିଛନ୍ତି ।ବରିଷ୍ଠ ଆଇଏଏସ୍ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି ।…