ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।
ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ…