Browsing Tag

resigns today

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ଦେଶର ଅନେକ ରେକର୍ଡ ଭାଙ୍ଗିଛନ୍ତି ନବୀନ

ଭୁବନେଶ୍ୱର (କେନ୍ୟୁଜ): ୨୪ ବର୍ଷ ୩ ମାସର ଲମ୍ବା ଶାସନ କାଳ  । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଠିକ ୨୪ ବର୍ଷ ୩ ମାସରେ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ।  ସୂଚନା ମୁତାବକ…