ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ, ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ…
ଭୁବନେଶ୍ୱର : ଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ ରାସ୍ତା ଦେଖାଇବ ଓଡିଶା । ବାଲେଶ୍ବର…