Below header
Browsing Tag

review meeting on amphan

ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ, ସରକାର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ

ଭୁବନେଶ୍ୱର (କେନ୍ୟୁଜ) : ବାତ୍ୟା ମୁକାବିଲା ଏସଆରସିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ୬ରୁ ୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ପାରାଦୀପରେ ସର୍ବାଧିକ ୧୪୪ ମିଲିମିଟରର…