ରିଆ ଚକ୍ରବର୍ତ୍ତୀଙ୍କୁ ମିଳିଲା ଆଶ୍ୱସ୍ତି, ବମ୍ବେ ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ
ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ମାମଲାରେ ମହାରାଷ୍ଟ୍ର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ରିଆ ଚକ୍ରବର୍ତ୍ତୀ ଓ ତାଙ୍କ ପରିବାରକୁ ଆଶ୍ବସ୍ତି । ସୁଶାନ୍ତ ସିଂ ରାଜପୁତ ହତ୍ୟା ମାମଲାରେ ରିଆ ଚକ୍ରବର୍ତ୍ତୀ, ତାଙ୍କ ଭାଇ ଓ ବାପାଙ୍କ ବିରୋଧରେ ବମ୍ବେ ହାଇକୋର୍ଟ ଜାରି କରିଥିବା ଲୁକ ଆଉଟ…