ରୀତା ସାହୁ ହେଲେ ବିଜେପୁର ବିଜେଡି ପ୍ରାର୍ଥୀ, ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ବରଗଡ(କେନ୍ୟୁଜ୍): ରୀତା ସାହୁ ହେଲେ ବିଜେପୁର ବିଜେଡି ପ୍ରାର୍ଥୀ । ରୀତା ସାହୁଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆସନ୍ତା ୩୦ ତାରିଖରେ ସେ ନାମାଙ୍କନ ଦାଖଲ କରିବେ । ଦୁଇ ବର୍ଷରୁ କମ୍ ବ୍ୟବଧାନରେ ବିଜେପୁର ପାଇଁ ପ୍ରାର୍ଥୀ ହୋଇଛନ୍ତି ରୀତା ସାହୁ ।…