Browsing Tag

RJD chief lalu prasad yadav

ଚାକିରି ପାଇଁ ଜମି ଦୁର୍ନୀତି ମାମଲା: ଲାଲୁଙ୍କ ପରିବାରକୁ ଆଶ୍ୱସ୍ତି, ବ୍ୟକ୍ତିଗତ ଭାବେ ୫୦ ହଜାର ଟଙ୍କାରେ ମିଳିଲା…

ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ଲାଲୁ ଯାଦବ, ରାବଡି ଦେବୀ ଏବଂ ତେଜସ୍ୱୀ ଯାଦବଙ୍କୁ ଜାମିନ ମିଳିଛି । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରୁ ଜାମିନ ପ୍ରଦାନ କରାଯାଇଛି । ଏହି ତିନି ଜଣଙ୍କୁ ବ୍ୟକ୍ତିଗତ ଭାବେ ୫୦ ହଜାର ଟଙ୍କାର ଜାମିନ ପ୍ରଦାନ କରାଯାଇଛି । ଏହି ମାମଲାର ପରବର୍ତ୍ତୀ…

ବିଗିଡ଼ିଲା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା, ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଏମ୍‌ସକୁ…

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍‌ସକୁ ସ୍ଥାନାନ୍ତର ହେଲେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯିବା ପରେ ଏମ୍‌ସ୍‌ ସ୍ଥାନାନ୍ତର ହୋଇଛି । ଏୟାର ଆମ୍ବୁଲାନ୍ସରେ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଛି । ସେ ରାଞ୍ଜି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।…