ଠାକୁରଙ୍କୁ ଦର୍ଶନ ସାରି ଫେରୁଥିଲେ କିନ୍ତୁ ବାଟରେ ଛପି ରହିଥିଲା ଯମ: ୭ ଶ୍ରଦ୍ଧାଳୁ ମୃତ, ଅନେକ ଗୁରୁତର
ଉତ୍ତରପ୍ରଦେଶର ବହରାଇଚ ଜିଲ୍ଲାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣ ଶ୍ରଦ୍ଧାଳୁ ମୃତ୍ୟୁବରଣ କରିଛନ୍ତି। ତା’ ଛଡା ୯ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କିଛିଙ୍କର ଅବସ୍ଥା ଗୁରୁତର ବୋଲି କୁହାଯାଉଛି। ସେମାନଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି…