ରେଳ ଯାତ୍ରୀଙ୍କ ସୁରକ୍ଷାରେ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ
ଭୁବନେଶ୍ବର AI Robot : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ…