Below header
Browsing Tag

rode accident

ଆନ୍ଧ୍ରରେ ଭୀଷଣ ଦୁର୍ଘଟଣା: ଲରି ସହ ପିଟିହେଲା ଜିପ୍‌, ୫ ଜଣଙ୍କ ମୃତ୍ୟୁ; ୧୧ ଗୁରୁତର

ଆନ୍ଧ୍ର ପ୍ରଦେଶର ଅନ୍ନମୟା ଜିଲ୍ଲାରେ ଶୁକ୍ରବାର ସକାଳେ ଭୟଙ୍କର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଗାଡ଼ିରେ ଥିବା ଅନ୍ୟ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି। ଜିପ୍ ଓ ଲରି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ସୂଚନା ମୁତାବକ,…

ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ପିକଅପ୍ ଭ୍ୟାନ- ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

ନୟାଗଡ (କେନ୍ୟୁଜ): ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ହରିଡାବାଡି ନିକଟସ୍ଥ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଜଣେ ବ୍ଯକ୍ତିଙ୍କର ମୃତ୍ୟୁ ଘଟିଛି ମୃତ ବ୍ୟକ୍ତି ଜଣକ ହେଲେ ଖମାରସାହି ଗାଁର ପ୍ରଶନ୍ନ ପାତ୍ର। ସୂଚନା ଅନୁସାରେ…