ଜଗତସିଂହପୁର ସାନ ପାଣିତିରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୧୦ବଖରା ଘର ପୋଡି ପାଉଁଶ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ୍ ଅନ୍ତର୍ଗତ ଓସକଣା ପଞ୍ଚାୟତ ସାନ ପାଣିତିରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ।୧୦ବଖରା ଘର ପୋଡି ପାଉଁଶ ।
ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟାରେ ସାନ ପାଣିତିରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଘରେ ହଠାତ୍ ନିଆଁ ଲାଗିଯାଇଥିଲା ।…