ପ୍ରେମ ସପ୍ତାହ ଆରମ୍ଭ, ପ୍ରେମୀ ଯୁଗଳଙ୍କ ପାଇଁ ସପ୍ତାହର ରହିଛି ଅଧିକ ଗୁରୁତ୍ୱ
ଆଜିଠାରୁ ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ ୱିକ ବା ପ୍ରେମର ସପ୍ତାହ । କୁହାଯାଏ ପ୍ରେମ ନିସ୍ୱାର୍ଥ ଆଉ ଶାଶ୍ୱତ। ପ୍ରେମ ପୂର୍ବରୁ ଥିଲା, ଏବେ ବି ଅଛି ଆଉ ଆଗକୁ ହିଁ ରହିବ। ଆଉ ଏହି ପ୍ରେମକୁ ପରିପ୍ରକାଶ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୭ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରେମ ଦିବସର…