ହକି ବିଶ୍ୱକପ୍ ପୂର୍ବରୁ ରାଉରକେଲାକୁ ବିମାନ ସେବା ଆରମ୍ଭ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଉରକେଲା (କେନ୍ୟୁଜ): ଯାତ୍ରୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ । ହକି ବିଶ୍ୱକପ୍ ପୂର୍ବରୁ ରାଉରକେଲାକୁ ବିମାନସେବା। ବିମାନବନ୍ଦରରେ ପତାକା ଦେଖାଇ ଉଡ଼ାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଭିସିରେ ଉପସ୍ଥିତ ଥିଲେ।…