Browsing Tag

Rs 507 crore assistance to farmers

ବାତ୍ୟା ଜୱାଦ୍ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌) : ବାତ୍ୟା ଜୱାଦ୍ କ୍ଷତିଗ୍ରସ୍ତଙ୍କ ପାଇଁ ହେଲା ପ୍ୟାକେଜ ଘୋଷଣା । ୫୦୭ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ମିଳିବ ୬୮୦୦ ଟଙ୍କା…