Browsing Tag

RTO traffic inspector

ବନ୍ଧା ହେଲେ RTO ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ର, ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର (କେନ୍ୟୁଜ): ଜଗତସିଂହପୁର RTO ଟ୍ରାଫିକ୍ ଇନ୍ସପେକ୍ଟର ଗିରଫ । ଟ୍ରାଫିକ୍ ଇନ୍ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଗିରଫ କଲା ଭିଜିଲାନ୍ସ । ଟ୍ରାଫିକ ଇନ୍ସପେକ୍ଟରଙ୍କ ଠାରୁ ମୋଟ୍ ୬.୭୯ ଲକ୍ଷ ଟଙ୍କା ଜବତ ହୋଇଛି । କାଲି ୪.୩୪ ଲକ୍ଷ ଟଙ୍କା ସହ ଧରାପଡ଼ିଥିଲେ ଟ୍ରାଫିକ ଇନ୍ସପେକ୍ଟର…