ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ପ୍ରତାପ ମହାରଥୀ
ଭୁବନେଶ୍ବର(କେନ୍ଯୁଜ୍): ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ପ୍ରତାପ ମହାରଥୀ । ଆଜି ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପିପିଲିର ନବ ନିର୍ବାଚିତ ବିଧାୟକ ରୁଦ୍ର ମହାରଥୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ପିପିଲି ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ରୁଦ୍ର…