ମନେ ପଡିଗଲା ସ୍କୁଲ ସ୍ମୃତି, ପିଲାଙ୍କ ସହ ତଳେ ବସି ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ ରୁଦ୍ର ପ୍ରତାପ ମହାରଥୀ
ପିପିଲି(କେନ୍ୟୁଜ୍): ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଯାଇ ମଧ୍ୟାହ୍ନ ଭୋଜନର ମାନ ପରୀକ୍ଷା କରିଛନ୍ତି ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ । ଆଜି ଅପରାହ୍ନ ୧ଟା ୩୦ ସମୟରେ ବଳଙ୍ଗା-ସାତଶଙ୍ଖ ରାସ୍ତାରେ ଥିବା ନାଲିହଣା ପ୍ରାଥମିକ ବିଦ୍ୟାଳୟରେ ହଠାତ ପହଞ୍ଚି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ…