ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କ ଘରେ ଇନକମ୍ ଟାକ୍ସର ଚଢାଉ, ଜବତ ହେଲା ୨ କୋଟିରୁ ଅଧିକ ଟଙ୍କା
ଭୁବନେଶ୍ୱର (କେନ୍ୟୁଜ): ନିର୍ବାଚନ ପୂର୍ବରୁ ଆୟକର ବିଭାଗର ବଡ ଚଢ଼ାଉ । ଭୁବନେଶ୍ୱର ଲକ୍ଷ୍ମୀ ସାଗରରେ ଜଣେ ବ୍ୟବସାୟୀଙ୍କ ଘରେ ଚଢ଼ାଉ ହୋଇଛି । ଚଢ଼ାଉ ବେଳେ ଜବତ ହେଲା ଦୁଇ କୋଟିରୁ ଅଧିକ ଟଙ୍କା । ଭୁବନେଶ୍ୱରର ବୁଦ୍ଧେଶ୍ୱରୀ କଲୋନୀର ଜଣେ ବ୍ୟବସାୟୀଙ୍କ ଘରେ ଚଢାଉ ବେଳେ ଏତେ ପରିମାଣର ନଗଦ…