ଆଜି ସାବିତ୍ରୀ ବ୍ରତ: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ଓଷା କରୁଛନ୍ତି ପତ୍ନୀ
(କେନ୍ୟୁଜ): ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା। ଓଡ଼ିଆ ଘରର ପରମ୍ପରା ଅନୁସାରେ ସଧବା ମହିଳାମାନେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସାବିତ୍ରୀ ବ୍ରତ ପଳନ କରିଥାନ୍ତି। ଜ୍ୟେଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ। ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମାଆ ସାବିତ୍ରୀ।…