ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ, ୧୯୮୪ ଶିଖ୍ ଦଙ୍ଗାରେ ଥିଲେ ଜଡିତ
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ । ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ପୂର୍ବତନ ସାଂସଦ ସଜ୍ଜନ କୁମାରଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ । ଫେବୃଆରୀ ୧୨ ତାରଖରେ ସଜ୍ଜନ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ଆଜି ଦଣ୍ଡାଦେଶ…