ନୂଆଁଖାଇ ପାଇଁ ଲଗ୍ନ ହେଲା ଧାର୍ଯ୍ୟ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ
ବଲାଙ୍ଗୀର : ନବାନ୍ନ ଲାଗି ପାଇଁ ବାହାରିଲା ନୂଆଖାଇଁ ଲଗ୍ନ । ବଲାଙ୍ଗିରରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି l ବଲାଙ୍ଗିର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହେଲା ସମୟ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତାରିଖ ୮-୯-୨୦୨୪…