ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ; ସମଲିଙ୍ଗୀ ଯୋଡିକୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଝଟ୍କା। ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ସଫା ସଫା ମନା କରିଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳୟ।ଆଜି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଶୁଣାଣି ବେଳେ ଜଷ୍ଟିସମାନଙ୍କ ମଧ୍ୟରେ ମତ ପାର୍ଥକ୍ୟ…