ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ଆଜି ବିଜେଡିରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର (କେନ୍ୟୁଜ): ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ । ସକାଳୁ ସକାଳୁ ବିଜେଡି ଛାଡିଥିଲେ ସମୀର ଦାଶ । ଦଳର ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ ଇସ୍ତଫା ପତ୍ର । ଟିକେଟ ନମିଳିବା ନେଇ ଥିଲେ ଅସନ୍ତୁଷ୍ଟ । ଦଳ ଛାଡିବାର କାରଣ କହିବା ସହ ସୋସିଆଲ…