ଆଜି ଜେଲରୁ ମୁକୁଳିପାରନ୍ତି ସାରଥୀ
କଟକ : ଆଜି ଜେଲରୁ ମୁକୁଳିପାରନ୍ତି ସନ୍ତୋଷ ରାଉଳ ଓରଫ ସାରଥୀ । କେନ୍ଦ୍ରାପଡା ଏସଡିଜେଏମଙ୍କ ଅଦାଲତରେ ବେଲ୍ ବଣ୍ଡ ଦାଖଲ ପରେ ସାରଥୀ ଚୌଦ୍ୱାର ଜେଲରୁ ମୁକୁଳିବେ । କେନ୍ଦ୍ରାପଡା ଥାନାରେ ମମତା ସ୍ୱାଇଁଙ୍କ ପକ୍ଷରୁ ରୁଜୁ ମାମଲାରେ ହାଇକୋର୍ଟ ଗତକାଲି ତାଙ୍କ ସର୍ତ୍ତମୂଳକ ଜାମିନ ମଂଜୁର…