Below header
Browsing Tag

sarala realcon

ସାରଳା ରିଅଲକନ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତଙ୍କ ନିର୍ଦ୍ଦେଶ

କଟକ(କେନ୍ୟୁଜ୍): ପୁଣି ଏକ ଚିଟଫଣ୍ଡ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନିର୍ଦ୍ଦେଶ ଦେଲେ କଟକସ୍ଥିତ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତ। ସାରଳା ରିଅଲକନ ପ୍ରାଇଭେଟ ଲିମିଟେଡ଼ ଚିଟଫଣ୍ଡ ଠକେଇ ମାମଲାର ଶୁଣାଣି କରି ସାରଳା ରିଅଲକନ ଚିଟଫଣ୍ଡ କମ୍ପାନୀର ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି…