Browsing Tag

sarua land grabbing

ସାରୁଆ ଜମି ବିବାଦ ମାମଲା: ହାଇକୋର୍ଟରେ ଦାୟର ଆଗୁଆ ଜାମିନ ଆବେଦନ ପ୍ରତ୍ୟାହାର କଲେ ପଣ୍ଡା ଦମ୍ପତି

କଟକ: ସାରୁଆ ଜମି ବିବାଦ ମାମଲାରେ ହାଇକୋର୍ଟରେ ଦାୟର ଆଗୁଆ ଜାମିନ ଆବେଦନକୁ ପ୍ରତ୍ୟାହାର କରି ନେଇଛନ୍ତି ବୈଜୟନ୍ତ ପଣ୍ଡା ଓ ଜଗି ମଙ୍ଗତ ପଣ୍ଡା । ଜଷ୍ଟିସ ଦେବବ୍ରତ ଦାଶଙ୍କ ଖଣ୍ଡପୀଠରେ ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ଆବେଦନ ପ୍ରତ୍ୟାହାର ପାଇଁ ପ୍ରାର୍ଥନା କରାଯାଇଥିଲା । ସାରୁଆ ଜମି…

ଖୋର୍ଦ୍ଧା ସାରୁଅରେ ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗ: ଜଗି ମଙ୍ଗତ ଓ ବୈଜୟନ୍ତ ପଣ୍ଡାଙ୍କ ମାମଲାର ଆଜି ହାଇକୋର୍ଟରେ…

ଖୋର୍ଦ୍ଧା : ଖୋର୍ଦ୍ଧା ସାରୁଅରେ ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗରେ ଆଜି ହାଇକୋର୍ଟରେ ଜଗି ମଙ୍ଗତ ପଣ୍ଡା ଓ ବୈଜୟନ୍ତ ପଣ୍ଡାଙ୍କ ମାମଲାର ଆସିବ ନିର୍ଦ୍ଦେଶନାମା । ଦିନ ୨ଟାରେ ଅଦାଲତ ଏହି ମାମଲାର ରାୟ ପ୍ରକାଶ କରିବେ । ଗତ ୧୩ ତାରିଖରେ ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ…