Browsing Tag

Satish Reddy

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ, ଝାରପଡ଼ା ଜେଲରେ ସତୀଶ ରେଡ୍ଡୀ

ଭୁବନେଶ୍ୱର : ଜେଲଗଲା କୋଟିପତି ଚୋର ସ୍ପାଇଡର ସତୀଶ । ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ ଗିରଫ ସତୀଶ ରେଡ୍ଡି ଓରଫ ସ୍ପାଇଡର ସତିକୁ ଗିରଫ ପରେ ଭୁବନେଶ୍ବର ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି । ଅଧିକ ପଚରାଉଚରା ପାଇଁ ତାକୁ ରିମାଣ୍ଡରେ ଅଣାଯିବ। ଦୁଇ ସପ୍ତାହର…