Below header
Browsing Tag

Satyendar Jain ill

ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବଡ ଖୁଲାସା, ଜେଲର ବାଥରୁମରେ ପଡି ମେରୁଦଣ୍ଡ ହାଡରେ ଆଘାତ ଲାଗିଥିବା…

ଦିଲ୍ଲୀର ପୂର୍ବ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା ତିହାର ଜେଲରେ ବିଗିଡିଯାଇଛି । ଜେଲ ବାଥରୁମରେ ପଡିବା ଫଳରେ ସତ୍ୟେନ୍ଦ୍ରଙ୍କ ମେରୁଦଣ୍ଡ ହାଡରେ ଆଘାତ ଲାଗିଛି । ସଫଦରଜଙ୍ଗ ହସପିଟାଲର ଡାକ୍ତର ଚିକିତ୍ସା କରି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ସୂଚନା ଅନୁସାରେ, ତିହାର ଜେଲରେ…

ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ, ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଅସୁସ୍ଥ । ଆଜି ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କୁ ଅକ୍ସିଜେନ୍‌ ସପୋର୍ଟରେ ରଖାଯାଇଛି । ସେ ମେଡିକାଲରେ ଭର୍ତ୍ତି ହୋଇଥିବା ନେଇ ନିଜେ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ।…