Browsing Tag

sawan somvar

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଜାଣନ୍ତୁ ଶିବଙ୍କୁ କେଉଁ ଜିନିଷ ଅର୍ପଣ କଲେ ତାହାର ପ୍ରଭାବ କଣ ପଡେ…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଶାସ୍ତ୍ର ଅନୁଯାୟୀ ଏହି ମାସରେ ବ୍ରତ ପାଳନ କରିବା ଉଚିତ। ଏହି ମାସର ସୋମବାର ଉପବାସ କରିବା ଉଚିତ। ଏହି ମାସରେ ପୁରା ଦିନ ବ୍ରତ ରଖିବାର ପରମ୍ପରା ରହିଛି, କିନ୍ତୁ ଯେଉଁ ଲୋକମାନେ ବ୍ରତ ରଖିପାରିବେ ନାହିଁ ସେମାନେ କେବଳ ସୋମବାର ଦିନ ଉପବାସ କରିପାରିବେ।…