SBI ରେ ଜୁନିଅର ଆସୋସିଏଟ୍ ପାଇଁ ୧୩୭୩୫ ପଦବୀ ଖାଲି, ଆଜିଠାରୁ କରନ୍ତୁ ଆବେଦନ
ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ଏଠାରେ ଜୁନିଅର ଆସୋସିଏଟ୍(କଷ୍ଟମର ସପୋର୍ଟ ଆଣ୍ଡ ସେଲ୍ସ) ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ପାଇଁ ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ଇଚ୍ଛୁକ ପ୍ରାର୍ଥୀ ୭…