କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ
କଟକ : କଟକ ଏସସିବି ମେଡ଼ିକାଲରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଏସସିବି ମେଡ଼ିକାଲରେ ୩ ମାସ ମଧ୍ୟରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ । ଚେନ୍ନାଇର ଏମଜିଏମ ହସ୍ପିଟାଲ ସହାୟତାରେ ଏସସିବି ମେଡ଼ିକାଲରେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ଆରମ୍ଭ ହେବ । ଏ ନେଇ ଆଜି ଏସସିବି ମେଡିକାଲର ଭିତ୍ତିଭୂମି ଅନୁଧ୍ୟାନ…