Data entry operator: SCB ମେଡିକାଲ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧କୋଟି ୪୦ ଲକ୍ଷ ଟଙ୍କା ହେରଫେର ଅଭିଯୋଗ
କଟକ : SCB ମେଡିକାଲ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ । ଏସସିବି ମେଡିକାଲ କଲେଜରେ ଆର୍ଥିକ ହେରଫେର ଅଭିଯୋଗରେ ଗିରଫ କରାଯାଇଛି । ପୂର୍ବରୁ ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ମଙ୍ଗଳାବାଗ ଥାନା ପୋଲିସ । ୧କୋଟି ୪୦ ଲକ୍ଷ…