ଓଡ଼ିଶାର ୫ମ ପର୍ଯ୍ୟାୟ ଲୋକସଭା ନିର୍ବାଚନ, ଜାଣନ୍ତୁ କିଏ କେଉଁଠାରେ ହୋଇଛନ୍ତି ପ୍ରାର୍ଥୀ
ମେ’ ୨୦ରେ ଓଡ଼ିଶାରେ ହେବ ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ପଡ଼ିବ ଭୋଟ। ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼, କନ୍ଧମାଳ ଓ ଆସିକା ସଂସଦୀୟ କ୍ଷେତ୍ରରେ ଦ୍ବିତୀୟ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ । ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ…
Read More...