Browsing Tag

school closed

ଝାରସୁଗୁଡ଼ାରେ ସ୍କୁଲ ଛୁଟି ଘୋଷଣା, ଛୁଟି ନିଷ୍ପତ୍ତି ନେଲେ ଜିଲ୍ଲାପାଳ

ଝାରସୁଗୁଡ଼ା :  ଝାରସୁଗୁଡ଼ାରେ ରେକର୍ଡ ତାତି । ଆଜି ଝାରସୁଗୁଡ଼ାରେ ୪୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ପାଇଁ ଝାରସୁଗୁଡ଼ା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଶିଶୁ ବିକାଶ ଠାରୁ ଦ୍ବାଦଶ ପର୍ଯ୍ୟନ୍ତ ସବୁ…

ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି, ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ

ଭୁବନେଶ୍ୱର : ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ସ୍କୁଲ ବନ୍ଦ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ମେ' ୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ମଧ୍ୟରେ ନିଷ୍ପତ୍ତି। ପ୍ରବଳ ଗ୍ରୀଷ୍ମ…

ବାତ୍ୟା ପାଇଁ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି

ଭୁବନେଶ୍ୱର: ସମ୍ଭାବ୍ୟ  ପାଇଁ ସ୍କୁଲ ଛୁଟି ଘୋଷଣା କଲେ ସରକାର । ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ଏସଆରସି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି । ୧୪ ଟି ଉପକୂଳ ଜିଲ୍ଲା ପାଇଁ ବାତ୍ୟା ଭୟ ଥିବାରୁ…

ପ୍ରବଳ ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ! ଆଜି ଗଜପତି ଓ କୋରାପୁଟ ରେ ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

କୋରାପୁଟ: ଆଜି ଗଜପତି ଓ କୋରାପୁଟ ଜିଲ୍ଲାରେ ସ୍କଲ ଛୁଟି। ଅତି ପ୍ରବଳ ବର୍ଷା ପାଇଁ ଏହି ୨ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଆଜି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି । ପିଲାଙ୍କ ସୁରକ୍ଷାକୁ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଆସନ୍ତାକାଲିଠୁ ୩ ଦିନ ଯାଏ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୩ ଦିନ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ତାପମାତ୍ରା ବୃଦ୍ଧି ଯୋଗୁ ଆସନ୍ତାକାଲିଠୁ ଅର୍ଥାତ ଏପ୍ରିଲ…

ପ୍ରଦୂଷଣ ଯୋଗୁଁ ରାଜଧାନୀରେ ୧୦ ନଭେମ୍ବର ପର୍ଯ୍ୟନ୍ତ ସ୍କୁଲ ବନ୍ଦ, ୬ଷ୍ଠ ଠାରୁ ୧୨ଶ ଶ୍ରେଣୀ ପର୍ଯ୍ୟନ୍ତ ଚାଲିବ ଅନଲାଇନ…

ବିଷ ବଳୟରେ ଦିଲ୍ଲୀ । ତେଣୁ ୧୦ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ପ୍ରାଇମେରୀ ବିଦ୍ୟାଳୟ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ଶିକ୍ଷାମ ନ୍ତ୍ରୀ। ଦିଲ୍ଲୀରେ ଵାୟୁ ପ୍ରଦୂଷଣ ଦ୍ରୁତ ଗତିରେ ବଢ଼ୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଖବର ମୁତାବକ, ଦେଶର ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣର…

ଆସନ୍ତାକାଲି ଯାଜପୁର ଜିଲ୍ଲାର ୫ ବ୍ଲକରେ ସ୍କୁଲ କଲେଜ ଓ ଅଙ୍ଗନଓ୍ବାଡି ଛୁଟି

ଯାଜପୁର ଟାଉନ(କେନ୍ୟଜ୍):ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲାର ଯାଜପୁର ପୋୖରପାଳିକା ସମେତ ୫ ବ୍ଲକରେ ଆସନ୍ତାକାଲି ସ୍କୁଲ କଲେଜ ଓ ଅଙ୍ଗନଓ୍ବାଡିକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ। ବୈତରଣୀରେ ବନ୍ୟା ଭୟ ଥିବାରୁ ଏହି ୫ ବ୍ଲକରେ ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ…

କଲବଲ କରୁଛି ଲଗାଣ ବର୍ଷା; ୮ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କଲେ ଜିଲ୍ଲାପାଳ

(କେନ୍ୟୁଜ): ରାଜଧାନୀଠୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତୁହାକୁ ତୁହା ବର୍ଷା ହେଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଆଜି ବି ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟର ୮ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ିକୁ ଛୁଟି ଘୋଷଣା କରାଯାଇଛି । ପିଲାଙ୍କ ସୁରକ୍ଷାକୁ…

ରାଜ୍ୟରେ ତୁହାକୁ ତୁହା ବର୍ଷା: ବିଭିନ୍ନ ସ୍ଥାନରେ ସମସ୍ତ ସ୍କୁଲ ଏବଂ କଲେଜ ଛୁଟି ଘୋଷଣା କଲେ ଜିଲ୍ଲାପାଳ

କେନ୍ଦୁଝର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଗତକାଲିଠାରୁ ତୁହାତୁ ତୁହା ବର୍ଷା ଚାଲିଛି । କିଛି ସ୍ଥାନରେ ପ୍ରବଳ ଓ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ହେଉଛି । ଉପକୂଳରୁ ପଶ୍ଚିମ ଯାଏ ଜନଜୀବନ ଅସ୍ତବ୍ୟସ୍ତ । କେଉଁଠି ରାସ୍ତା ଉପରେ ତ ଆଉ କେଉଁଠି ବ୍ରିଜ୍‌ ଉପରେ ପାଣି…

ଗଭୀର ଅବପାତ ଫଳରେ ଲକ୍ଷ୍ମୌରେ ଲଗାଣ ବର୍ଷା ଜାରି, ସହରର ସମସ୍ତ ସ୍କୁଲ୍ ବନ୍ଦ

ଲକ୍ଷ୍ମୌ: ଗଭୀର ଅବପାତ ଫଳରେ ଗତ ୨୪ଘଣ୍ଟା ହେବ ଲକ୍ଷ୍ମୌରେ ଲଗାଣ ବର୍ଷା ଜାରି ରହିଛି । ଯାହା ଫଳରେ ସାଧାରଣ ଲୋକେ ବହୁତ ସମସ୍ୟା ଦେଇ ଗତି କରୁଛନ୍ତି। ସହରର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ରାସ୍ତା ଘାଟରେ ପାଣି ଭରି ରହିଛି। ଉତ୍ତରପ୍ରଦେଶର ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ ରଖିବ…

ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ସ୍କୁଲ ବନ୍ଦ, ସବୁ ବିଇଓମାନଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଜଗତସିଂହପୁର(କେନ୍ୟୁଜ୍): ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ। ସ୍କୁଲ ବନ୍ଦ କରିବାକୁ ସବୁ ବିଇଓମାନଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲ ଗୁଡିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲର…

‘ଅସାନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି: ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି(କେନ୍ୟୁଜ): ଦୁର୍ବଳ ହେଲା ବାତ୍ୟା ଅସାନି । ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୪୦ କିଲୋମିଟର ଦୂରରେ ପଶ୍ଚିମ -କ୍ରେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କ୍ରେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ଏହା…