Below header
Browsing Tag

school closed for 2 days

ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ଆଜିଠୁ ୨ ଦିନ ଛୁଟି ଘୋଷଣା, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ):  ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ  ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ସୂଚନାଥାଉକି, ଆସନ୍ତାକାଲି ପୌର ନିର୍ବାଚନ ପାଇଁ…

ଲଗାଣ ବର୍ଷା ଯୋଗୁ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା, ଆଜି ଓ ଆସନ୍ତାକାଲି ବନ୍ଦ ରହିବ ସ୍କୁଲ

ଭୁବନେଶ୍ବର(କେନ୍ଯୁଜ):  ରାଜ୍ଯରେ ଲାଗି ରହିଛି ପ୍ରବଳ ବର୍ଷା। ପିଲାଙ୍କ ପ୍ରତି ସଚେତନ ହୋଇ ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଯୋଗୁ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି…