Browsing Tag

school closed in ganjam

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ

ଗଞ୍ଜାମ(କେନ୍ୟୁଜ୍): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷା ପ୍ରଭାବରେ ଗଞ୍ଜାମ ଜିଲ୍ଲାର ସ୍ଥିତି ବେହାଲ । ବିଭିନ୍ନ ନଦୀରେ ଜଳସ୍ତର ବଢିବାରେ ଲାଗିଛି। ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନ ଜଳମଗ୍ନ ହେବା ସହ ଅନେକ ଲୋକଙ୍କ ଘର ଭିତରେ ପାଣି ପଶି ଯାଇଛି । ପାଣି…