Below header
Browsing Tag

school holidays

ବାତ୍ୟା ‘ମିଗଜୋମ’ ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଗଜପତି (କେନ୍ୟୁଜ): ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି । ସମସ୍କ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ମିଗଜୋମ ପ୍ରଭାବରେ ଗଜପତି ଜିଲ୍ଲା…

ବଲାଙ୍ଗିରରେ ଲାଗି ରହିଛି ପ୍ରବଳ ବର୍ଷା, ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବଲାଙ୍ଗିର (କେନ୍ୟୁଜ): ଆଜି ବଲାଙ୍ଗିରରେ ସମସ୍ତ ସ୍କୁଲ ଛୁଟି । ଅତି ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ହୋଇଛି । ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା…

ଫୁଲୁଛି ବୈତରଣୀ: ଭଦ୍ରକରେ ବନ୍ୟା ସ୍ଥିତି, ୪ ବ୍ଲକରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ (କେନ୍ୟୁଜ): ଭଦ୍ରକ ଜିଲ୍ଲାରେ ବନ୍ୟା ସ୍ଥିତି । ବିପଦ ସଂକେତ ଉପରେ ବୈତରଣୀ ପ୍ରବାହିତ ହେଉଛି । ଏନେଇ ୪ଟି ବ୍ଲକରେ ଥିବା ସବୁ ସ୍କୁଲ ଆଜି ଛୁଟି ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର ଓ ଚାନ୍ଦବାଲି ବ୍ଲକ୍‌ରେ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି…