ପ୍ରଧାନଶିକ୍ଷୟତ୍ରୀ ଛାତ୍ରଛାତ୍ରୀଙ୍କ ପ୍ରତି ଦୁର୍ବ୍ୟବହାର ପ୍ରତିବାଦରେ ଧାରଣା ଦେଲେ ଅଭିଭାବକ
ଖୋର୍ଦ୍ଧା : ଟାଙ୍ଗି ବ୍ଲକ ଶିକ୍ଷା ର୍ସକଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ତେନ୍ତୁଳିଆପଡାରେ ଦେଖା ଦେଇଛି ଏକ ଅଭାବନୀୟ ଘଟଣା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ କରିଛନ୍ତି ଦୁର୍ବ୍ୟବହାର । ଖବର ପାଇ ଅଭିଭାବକ ମାନେ ବିଦ୍ୟାଳୟରେ ପହଞ୍ଚି ଶିକ୍ଷୟତ୍ରୀଙ୍କୁ ଅନ୍ୟତ୍ର…