Browsing Tag

school transformation

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ଆଉ ୫ଟି ଜିଲ୍ଲାର ୪୯୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର(କେନ୍ୟୁଜ୍): ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି…

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିନ:  ୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

କେନ୍ୟୁଜ୍(ବ୍ୟୁରୋ):  ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପିଲାମାନେ କହୁଛନ୍ତି ଯେ ସ୍କୁଲ ଆସିବାକୁ ଏବେ ଆମକୁ ବେଶି ଭଲ ଲାଗୁଛି। ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ…

ପଞ୍ଚମ ଦିନରେ 5T ଅଧୀନରେ ଆଉ ୧୫୩ଟି ସ୍ମାର୍ଟ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):ବଦଳୁଛି ସରକାରୀ ସ୍କୁଲର ଚେହେରା ଆଜି ପଞ୍ଚମ ଦିବସରେ 5T ଅଧୀନରେ ଆଉ ୧୫୩ଟି ସ୍ମାର୍ଟ ସ୍କୁଲ ଲୋକାର୍ପିତ ହୋଇଛି। ୫ଟି ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଗତସିଂହପୁର, ଦେବଗଡ଼,…

ହାଇସ୍କୁଲ ରୂପାନ୍ତରଣରେ ଆଜି ଆଉ ୧୦ଟି ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ହାଇସ୍କୁଲ ରୂପାନ୍ତରଣରେ ଆଉ ୧୦ଟି ସ୍କୁଲ ଲୋକାର୍ପିତ । ପଞ୍ଚମ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରେ ଏହାକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧିନରେ ହାଇସ୍କୁଲକୁ ରୂପାନ୍ତରୀକରଣ…

ଦ୍ବିତୀୟ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟି ସ୍କୁଲ ରୂପାନ୍ତରୀକରଣକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ…

ହିଞ୍ଜିଳି ଓ ଶେରଗଡ଼ରେ ୧୦ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୩୦ ତାରିଖ ମଧ୍ୟରେ ୫୦ଟି…

କେନ୍ୟୁଜ୍(ବ୍ୟୁରୋ):ଗଞ୍ଜାମ ଜିଲ୍ଲାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ସ୍ମାର୍ଟ କ୍ଲାସ୍‌ ଯୋଜନା । ଆଜି ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି । ହିଞ୍ଜିଳି ଓ ଶେରଗଡ଼ରେ ୧୦ଟି ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…