Below header
Browsing Tag

scrub typhus

ସୁନ୍ଦରଗଡ଼ରେ ପୁଣି ୭ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୦୩କୁ ବୃଦ୍ଧି

ସୁନ୍ଦରଗଡ଼ (କେନ୍ୟୁଜ): ମାଡି ଚାଲିଛି ସ୍କ୍ରବ୍‌ ଟାଇଫସ୍‌ । ଲଗାତାର ଭାବରେ ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପୁଣି ଦିନକରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୧ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ…

୨୪ ଘଣ୍ଟାରେ ପୁଣି ୬ ଜଣ ସ୍କ୍ରବ ଟାଇଫସ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ…

ଭୟ ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡରେ ୩୦୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ ଟାଇଫସ୍ । ୨୪ ଘଣ୍ଟାରେ ଆଉ ୪ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ସୁନ୍ଦରଗଡରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୩୦୮ରେ ପହଞ୍ଚିଛି । ସେହିପରି ବରଗଡ଼ରେ ୨ ଦିନ ତଳେ ଜଣଙ୍କର ମୃତ୍ୟୁ ହୋଇଥିଲା । ବରଗଡ଼ ଜିଲ୍ଲାରେ ମୃତ୍ୟୁ…

ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ସୂଚନା

ବରଗଡ଼ (କେନ୍ୟୁଜ): ବରଗଡ଼ରେ ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା…

ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା

ସୁନ୍ଦରଗଡ଼ (କେନ୍ୟୁଜ): ରାଜ୍ୟରେ ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ନୂଆ କେସ୍ । ରାଜ୍ୟରେ ସ୍କ୍ରବ ଟାଇଫସ୍କୁ ନେଇ କେନ୍ଦ୍ରର ପଦକ୍ଷେପ । ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା । ଓଡ଼ିଶାର ୨ ବିଶେଷଜ୍ଞ ମଧ୍ୟ ଟିମରେ ସାମିଲ ହୋଇଛନ୍ତି ।…

ପୁଣି ନୂଆ ୧୦ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୨୧ ଛୁଇଁଲା

ସୁନ୍ଦରଗଡ଼ (କେନ୍ୟୁଜ): ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଜି ଆଉ ୧୦ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୫ ଜଣ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ…

ସୁନ୍ଦରଗଡ଼ରେ ଆଉ ୫ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୨୧୧ ଛୁଇଁଲା

ସୁନ୍ଦରଗଡ଼ (କେନ୍ୟୁଜ): ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଜି ଆଉ ୫ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୪୨ଜଣଙ୍କର ପରୀକ୍ଷା କରାଯାଇଥିଲା। ସେମାନଙ୍କ ଭିତରୁ ୫ ଜଣ ସ୍କ୍ରବ୍ ଟାଇଫସ୍‌…

ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍: ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ

ସୁନ୍ଦରଗଡ(କେନ୍ୟୁଜ୍‌): ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଂଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

ସୁନ୍ଦରଗଡ଼ରେ ଆତଙ୍କ ଖେଳାଉଛି ସ୍କ୍ରବ ଟାଇଫସ୍, ପୁଣି ୧୦ ଆକ୍ରାନ୍ତ

ସୁନ୍ଦରଗଡ (କେନ୍ୟୁଜ); ସୁନ୍ଦରଗଡରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟିଏ ଦିନରେ ପୁଣି ୧୦ ଆକ୍ରନ୍ତ ଚିହ୍ନଟ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୩ରେ ପହଂଚିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ରାଉରକେଲା ଅର୍ବାନରୁ ୨୦ ଓ ସୁନ୍ଦରଗଡ ଅର୍ବାନରୁ ୧୪ଟି କେସ୍ ରହିଛି। ସେହିପରି…