Below header
Browsing Tag

sdjm court

ପ୍ରଯୋଜକ ଟୁଟୁ ନାୟକଙ୍କୁ କୋର୍ଟରୁ ଆଶ୍ୱସ୍ତି, ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର (କେନ୍ୟୁଜ): ପ୍ରଯୋଜକ ଟୁଟୁ ନାୟକଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି। ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଳରେ ମିଳିଲା ଜାମିନ। ଭୁବନେଶ୍ୱର Sdjm କୋର୍ଟ ତରଫରୁ ତାଙ୍କୁ ଆଜି ଜାମିନ ମିଳିଛି। ସୂଚନା ଅନୁଯାୟୀ ସାମ୍ବାଦିକାଙ୍କୁ…

ବେଲ୍ ମିଳିବ ନା ଜେଲରେ ରହିବେ ଟୁଟୁ ନାୟକ? ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ଆଜି ଶୁଣାଣି

ଭୁବନେଶ୍ୱର (କେନ୍ୟୁଜ୍): ବେଲ୍ ମିଳିବ ନା ଜେଲରେ ରହିବେ ଟୁଟୁ ନାୟକ ? ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ସିନେ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ହେବ । ଗିରଫ ପରେ ଟୁଟୁ ନାୟକଙ୍କୁ ଭୁବନେଶ୍ବର ଝାରପଡ଼ା…

ଏସଡିଜେଏମ୍‌ କୋର୍ଟରେ ହାଜର ହେଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ, କଡ଼ାକଡ଼ି ଥିଲା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର ହେଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ । ଫିଲ୍ମ ପ୍ରଯୋଜକ  ଆଣିଥିବା ବ୍ଲାକମେଲିଂ ମାମଲାରେ ବ୍ୟକ୍ତିଗତ ଭାବରେ ଭୁବନେଶ୍ୱର ଏସଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅର୍ଚ୍ଚନା । କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…