ସେବାୟତଙ୍କ ବିବାଦରୁ ପୁଣି ନୀତି ବିଭ୍ରାଟ, ଦୁଇ ଦିନ ଧରି ଉପବାସରେ ପ୍ରଭୁ ଲିଙ୍ଗରାଜ
ଭୁବନେଶ୍ୱର : ଦୁଇ ଦିନ ଧରି ଉପବାସରେ ପ୍ରଭୁ ଲିଙ୍ଗରାଜ । ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ବିଭ୍ରାଟ ହୋଇଛି । ସୋମବାର ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନଥିବା ବେଳେ ଦିଅଁ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି । ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ…