Below header
Browsing Tag

Shahid debasish biswal

ଜନ୍ମମାଟିରେ ପହଞ୍ଚିଲା ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର, ଗାଁ ମଶାଣିରେ ହେବ ଶେଷକୃତ୍ୟ

ସାକ୍ଷୀଗୋପାଳ (କେନ୍ୟୁଜ): ଜନ୍ମମାଟି ଅଳଗୁମରେ ପହଞ୍ଚିଲା ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର । କିଛି ସମୟ ପରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିଦଙ୍କ ଶେଷକୃତ୍ୟ ହେବ । ଭୁବନେଶ୍ୱରର ବିମାନ ବନ୍ଦରରୁ ମର ଶରୀରରୁ ଶୋଭାଯାତ୍ରରେ ପୈତ୍ରିକ ଗ୍ରାମକୁ ଅଣାଯାଇଛି । ଆଜି ଏୟାରପୋର୍ଟରେ…

ଭୁବନେଶ୍ୱରର ବିମାନ ବନ୍ଦରରେ ସହିଦ ଦେବାଶିଷଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର, ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ

ଭୁବନେଶ୍ୱର (କେନ୍ୟୁଜ): ଦେଶ ପାଇଁ ଲଢ଼ିବାକୁ ଯାଇଥିଲେ । ସହିଦ ହୋଇ ଫେରିଲେ । ଏବେ ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର । ଭୁବନେଶ୍ୱରର ବିମାନ ବନ୍ଦରରେ ମର ଶରୀର ପହଞ୍ଚିବା ପରେ ସହିଦ ଦେବାଶିଷଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର । ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟପାଳ…