ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ
ପୁରୀ(କେନ୍ଯୁଜ୍): ପହଣ୍ଡି ବିଜେ ପରେ ରଥାରୂଢ଼ ତିନି ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ । ପ୍ରଭୁ ଶ୍ରୀ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ କରିଛନ୍ତି ଜଗଦଗୁରୁ ।
ସୂଚନା ଥାଉକି, ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ…