ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ଜିଲ୍ଲାରେ କରାଯିବ Language Lab
କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ…