Browsing Tag

shantilata barik chhotray

ସୁନାମଧନ୍ୟା ଗାୟିକା ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର

କେନ୍ୟୁଜ୍(ବ୍ୟୁରୋ):  ଓଡ଼ିଶା ସଙ୍ଗିତ ଜଗତର ସୁନାମଧନ୍ୟ ଗାୟିକା ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର।  ବହୁ ବର୍ଷ ଧରି କ୍ୟାନ୍ସର ରେ ପୀଡ଼ିତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉ ଥିଲେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ। ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି ।  …