ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧିନସ୍ଥ ଦେଓଗାଁ ପଞ୍ଚାୟତର ୭୬ଟି ମହିଳା ଏସ୍.ଏଚ୍.ଜି ଗ୍ରୁପର ଶତାଧିକ ମହିଳା ସଦସ୍ୟା ବାଣପୁର ବ୍ଲକ ଆଗରେ ଧାରଣାରେ ବସିଛନ୍ତି।…